ଦାୟିତ୍ଵ ଗ୍ରହଣ କଲେ ନୂଆ ମହିଳା କମିଶନ
ଭୁବନେଶ୍ଵର: ନୂତନ ମହିଳା କମିଶନ ଅଧ୍ୟକ୍ଷା ଭାବରେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି। ଦାୟିତ୍ଵ ଗ୍ରହଣ କରିବା ପରେ ରାଜ୍ୟରେ ବଢୁଥିବା ଆତ୍ମାହୁତି ପ୍ରସଙ୍ଗକୁ ନେଇ ସେ କହିଛନ୍ତି କେହି ଆଇନର ଉର୍ଦ୍ଧ୍ବରେ ନୁହଁନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେବ ମୁଁ ଦାୟିତ୍ଵ ନେଇଛି, ସବୁ କିଛି ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ , ତାଙ୍କୁ ନିଶ୍ଚିତ ଦଣ୍ଡ […]
ଭୁବନେଶ୍ଵର: ନୂତନ ମହିଳା କମିଶନ ଅଧ୍ୟକ୍ଷା ଭାବରେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି। ଦାୟିତ୍ଵ ଗ୍ରହଣ କରିବା ପରେ ରାଜ୍ୟରେ ବଢୁଥିବା ଆତ୍ମାହୁତି ପ୍ରସଙ୍ଗକୁ ନେଇ ସେ କହିଛନ୍ତି କେହି ଆଇନର ଉର୍ଦ୍ଧ୍ବରେ ନୁହଁନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେବ ମୁଁ ଦାୟିତ୍ଵ ନେଇଛି, ସବୁ କିଛି ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ , ତାଙ୍କୁ ନିଶ୍ଚିତ ଦଣ୍ଡ ଦିଆଯିବ। ବାଲେଶ୍ଵର ଆଦି ଘଟଣାରେ ସରକାର ତ୍ଵରିତ ପଦକ୍ଷେପ ନେଇଛନ୍ତି।




