ଓସିଏସ-୨୦୨୧ ପରୀକ୍ଷାଫଳ ପ୍ରକାଶନ ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରୋକ

କଟକ: ଓଡିଶା ସିଭିଲ୍‌‌ ସର୍ଭିସ (ଓସିଏସ) ୨୦୨୧ ପରୀକ୍ଷାଫଳ ଉପରେ ମଙ୍ଗଳବାର ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। । ଚୟନ ପ୍ରକ୍ରିୟା ଜାରି ରହିଲେ ବି କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ନ କରିବାକୁ ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରିଛନ୍ତି […]

Samaya Live Picture
Published On

କଟକ: ଓଡିଶା ସିଭିଲ୍‌‌ ସର୍ଭିସ (ଓସିଏସ) ୨୦୨୧ ପରୀକ୍ଷାଫଳ ଉପରେ ମଙ୍ଗଳବାର ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। । ଚୟନ ପ୍ରକ୍ରିୟା ଜାରି ରହିଲେ ବି କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ନ କରିବାକୁ ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ।

Tags: