ଗଠନ ହେଲା ଆଇନ୍‌ କମିସନ: ଜଷ୍ଟିସ୍ ବିଶ୍ୱନାଥ ରଥ ଅଧକ୍ଷ

ଭୁବନେଶ୍ୱର:ଆଇନ୍‌ କମିସନ ଗଠନ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଲ’ କମିସନ ଗଠନ ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ଏହି କମିଶନର ଅଧକ୍ଷ ଅଛନ୍ତି ଜଷ୍ଟିସ ବିଶ୍ବନାଥ ରଥ।ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କୁ ଲ’ କମିଶନର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି।ତାଙ୍କ ଅଧ୍ୟକ୍ଷତାରେ ଏହି କମିସନ ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଶନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର […]

Samaya Live Picture
Published On

ଭୁବନେଶ୍ୱର:ଆଇନ୍‌ କମିସନ ଗଠନ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଲ’ କମିସନ ଗଠନ ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ଏହି କମିଶନର ଅଧକ୍ଷ ଅଛନ୍ତି ଜଷ୍ଟିସ ବିଶ୍ବନାଥ ରଥ।ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କୁ ଲ’ କମିଶନର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି।ତାଙ୍କ ଅଧ୍ୟକ୍ଷତାରେ ଏହି କମିସନ ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଶନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର ମହାପାତ୍ର ମଧ୍ୟ କମିସନରେ ସଦସ୍ୟ ରହିଛନ୍ତି। ସେହିପରି ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଓ ଆଇନ ସଚିବ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟ ରହିଛନ୍ତି।

Tags: