ଫଳ ଉତ୍ପାଦନରେ ଓଡ଼ିଶାର ସ୍ଥାନ ୧୧ ନଂ

ଫଳ ଉତ୍ପାଦନରେ ଓଡ଼ିଶାର ସ୍ଥାନ ୧୧ ନଂ

ଭୁବନେଶ୍ୱର : ସର୍ବଭାରତୀୟ ସ୍ତରରେ ବାର୍ଷିକ ଫଳ ଉତ୍ପାଦନରେ ଓଡ଼ିଶାର ସ୍ଥାନ ୧୧ ନଂ । ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଉତ୍ତର । ରାଜ୍ୟରେ ୭୯୧୯ ଉଦ୍ୟୋଗୀ ବ୍ୟବସାୟିକ ଦୃଷ୍ଟିରୁ ଫଳ, ଫୁଲ ଚାଷ କରୁଛନ୍ତି ।

ସମ୍ବନ୍ଧିତ ଖବର ପତ୍ନୀଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କଲେ ସାଉଥ ଷ୍ଟାର ନାଗା ଚୈତନ୍ୟ

ସେମାନଙ୍କ ବାର୍ଷିକ ଆୟ ୧୦ ହଜାର ୪୧୬ ଲକ୍ଷ ୯୧ ହଜାର ଟଙ୍କା । ୨୦୨୪-୨୫ ଆର୍ଥିକ ବର୍ଷରେ ଓଡ଼ିଶାରେ ୨୭.୧୮ ଲକ୍ଷ ଫଳ ଉତ୍ପାଦନ । ପୁରୀରେ ସର୍ବାଧିକ ୫୮୬ ଜଣ ଉଦ୍ୟୋଗୀ ଫଳ ଚାଷ କରୁଛନ୍ତି । ସମ୍ବଲପୁର ଓ ସୁନ୍ଦରଗଡ଼ରେ ୧୧୫ ଉଦ୍ୟୋଗୀ ଫୁଲ ଚାଷ କରୁଛନ୍ତି । 

ସମ୍ବନ୍ଧିତ ଖବର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ପାଳିତ

Tags: