ସଚିବାଳୟ କ୍ୟାଡର୍‌ ସହ ସମାନ ହେବେ ଓପିଏସ୍‌ସି କର୍ମଚାରୀ -ହାଇକୋର୍ଟ

କଟକ: ସଚିବାଳୟ କ୍ୟାଡର୍‌ ସହ ସମାନ ହେବେ ଓପିଏସ୍‌ସି କର୍ମଚାରୀ। କାରଣ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ର କର୍ମଚାରୀଙ୍କ କାମ ରାଜ୍ୟ ସଚିବାଳୟ କର୍ମଚାରୀଙ୍କଠାରୁ କିଛି କମ୍‌ ନୁହେଁ। ଓପିଏସ୍‌ସି ଅନେକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ପରିଚାଳନା କରିଥାଏ। ଚାକିରି ତଥା ନିଯୁକ୍ତି କ୍ଷେତ୍ରରେ ସରକାରଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଥାଏ। ଏହି ପରିପ୍ରେକ୍ଷୀରେ ଓପିଏସ୍‌ସି କର୍ମଚାରୀଙ୍କ କ୍ୟାଡର୍‌ ସଚିବାଳୟ କର୍ମଚାରୀଙ୍କ କ୍ୟାଡର ସହ ସମାନ ହେବା ଆବଶ୍ୟକ ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି।

Samaya Live Picture
Published On

Tags: