ସଂସଦୀୟ ବୋର୍ଡ ଆମ ଦଳର ପ୍ରାର୍ଥୀ ନିଷ୍ପତି ନେବ - ମନମୋହନ ସାମଲ

ସଂସଦୀୟ ବୋର୍ଡ ଆମ ଦଳର ପ୍ରାର୍ଥୀ ନିଷ୍ପତି ନେବ - ମନମୋହନ ସାମଲ

ଭୁବନେଶ୍ବର : ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସମିଟ କରି ବିଜ୍ଞପ୍ତି ଜାରି କରିଛନ୍ତି ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ତେବେ ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, ଆମ ଦଳର ପ୍ରାର୍ଥୀ ନେଇ ସଂସଦୀୟ ବୋର୍ଡ ନିଷ୍ପତି ନେବ । ସମ୍ଭାବ୍ୟ ପ୍ରାର୍ଥୀ ବାବଦରେ ରାଜ୍ୟ ବିଜେପିରେ ଚର୍ଚ୍ଚା ଆଲୋଚନା କରାଯିବ । କେନ୍ଦ୍ରର ନିଷ୍ପତି ଅନୁସାରେ ପ୍ରାର୍ଥୀ ଘୋଷଣା ହେବ ବୋଲି ସେ କହିଛନ୍ତି ।

ସମ୍ବନ୍ଧିତ ଖବର ଆସନ୍ତା କାଲି ବଜେଟ ଅଧିବେଶନ,ଆଜି ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ

Tags: