ଆସନ୍ତା ଶିକ୍ଷାବର୍ଷରୁ ପିଲାଙ୍କୁ ଦିଆଯିବ ଶାରୀରିକ ଶିକ୍ଷା

ଆସନ୍ତା ଶିକ୍ଷାବର୍ଷରୁ ପିଲାଙ୍କୁ ଦିଆଯିବ ଶାରୀରିକ ଶିକ୍ଷା

ଭୁବନେଶ୍ୱର : ବିଦ୍ୟାଳୟରେ ପିଲାଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ତ୍ଵ । ଆସନ୍ତା ଶିକ୍ଷା ବର୍ଷରେ ପିଲାଙ୍କୁ ଦିଆଯିବ ଶାରୀରିକ ଶିକ୍ଷା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ୩ୟ ରୁ ୮ମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା । ଜାତୀୟ ଶିକ୍ଷାନୀତି 2020 ଅଧୀନରେ ବିଦ୍ୟାଳୟରେ ପିଲାଙ୍କୁ ଦିଆଯିବ ଶାରୀରିକ ଶିକ୍ଷା । ଏବେ ଡିଜିଟାଲ୍ କ୍ଲାସରୁମ୍‌ରେ ଇ-କଣ୍ଟେଣ୍ଟ ଦ୍ୱାରା ଶିକ୍ଷା ଦିଆଯାଉଛି ବୋଲି କହିଛନ୍ତି ମନ୍ତ୍ରୀ l ଗୃହ ଆରମ୍ଭରୁ ସୁରୁଖୁରୁରେ ଚାଲିଛି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ।

ସମ୍ବନ୍ଧିତ ଖବର ପତ୍ନୀଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କଲେ ସାଉଥ ଷ୍ଟାର ନାଗା ଚୈତନ୍ୟ

Tags: