ଘାଟିରେ ପିକଅପ୍ ଭ୍ୟାନ ଓଲଟି ୨ ମୃତ, ୧୧ ଆହତ

କଳାହାଣ୍ଡି : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ପିକ-ଅପ ଭ୍ୟାନ I ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହେବା ସହିତ ୧୧ ଜଣ ଆହତ ହୋଇଛନ୍ତି I କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଢୁଲୁ ଘାଟିରେ ଘଟିଛି ଏହି ମର୍ମଦୁନ୍ତ ଦୁର୍ଘଟଣା ।ମୃତକଙ୍କ ମଧ୍ୟରେ ଡ୍ରାଇଭରଙ୍କ ସମେତ ଅନ୍ୟ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ଜଣା ପଡିଛି I ୧୧ଜଣ ଆହତଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରେ ଅନେକ ମହିଳା ରହିଥିବା ଜଣାପଡିଛି।ନବରଙ୍ଗପୁର […]

Samaya Live Picture
Published On

କଳାହାଣ୍ଡି : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ପିକ-ଅପ ଭ୍ୟାନ I ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହେବା ସହିତ ୧୧ ଜଣ ଆହତ ହୋଇଛନ୍ତି I କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଢୁଲୁ ଘାଟିରେ ଘଟିଛି ଏହି ମର୍ମଦୁନ୍ତ ଦୁର୍ଘଟଣା ।ମୃତକଙ୍କ ମଧ୍ୟରେ ଡ୍ରାଇଭରଙ୍କ ସମେତ ଅନ୍ୟ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ଜଣା ପଡିଛି I ୧୧ଜଣ ଆହତଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ମଧ୍ୟରେ ଅନେକ ମହିଳା ରହିଥିବା ଜଣାପଡିଛି।ନବରଙ୍ଗପୁର ଜିଲ୍ଲାରୁ ଧନସୁଲିସାପ୍ତାହିକ ବଜାରକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କରିଥିଲା । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Tags: