ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ : ୨୫ ଆହତ

ଭଦ୍ରକ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ତୀର୍ଥଯାତ୍ରୀ ବସ I ଏଠାରେ ୨୫ ଜଣ ଯାତ୍ରୀ ଆହତ ହେବା ସହିତ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି I ଏହି ଦୁର୍ଘଟଣା ଆଜି ପୂର୍ବାହ୍ନରେ ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ପେଟ୍ରୋଲ ପମ୍ପ ନିକଟରେ ଘଟିଛି I ବସଟି ପଶ୍ଚିମବଙ୍ଗ ରୁ ୭୦ ରୁ ଅଧିକ ତୀର୍ଥ ଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିଲା I

Samaya Live Picture
Published On

Tags: