ଭୁବନେଶ୍ୱରରେ ଡିଜି ସମ୍ମିଳନୀ:ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ୱର:ଭୁବନେଶ୍ୱରରେ ପ୍ରଥମ ଥର ଅନୁଷ୍ଠିତ ହେବାକୁ ଯାଉଛି ଡିଜିପି ସମ୍ମିଳନୀ।ଏଥି ପାଇଁ ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ ପୁଲିସ। ତେବେ ଆସନ୍ତୁ ଜାଣିବା କେଉଁଠି କେଉଁଠି ଟ୍ରାଫିକ କଟକଣା ରହିବ। ଆଜି ଦିନ ୧ଟାରୁ ୨ଟା ଏୟାରପୋର୍ଟ ଛକରୁ ପିଏମଜି ଛକ ଭାୟା ହସପିଟାଲ ଛକ ଓ ଏ.ଜି ଛକରେ ଗାଡି ଚଳାଚଳ ବନ୍ଦ। ଅପରାହ୍ନ ୪ଟା ୪୫ରୁ ୫ଟା୨୫:ଏୟାରପୋର୍ଟ ଛକ,ହସପିଟାଲ ଛକ, ଏଜି ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା। ସନ୍ଧ୍ୟା ୬ଟାରୁ ୬ଟା […]

Samaya Live Picture
Published On

ଭୁବନେଶ୍ୱର:ଭୁବନେଶ୍ୱରରେ ପ୍ରଥମ ଥର ଅନୁଷ୍ଠିତ ହେବାକୁ ଯାଉଛି ଡିଜିପି ସମ୍ମିଳନୀ।ଏଥି ପାଇଁ ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ ପୁଲିସ। ତେବେ ଆସନ୍ତୁ ଜାଣିବା କେଉଁଠି କେଉଁଠି ଟ୍ରାଫିକ କଟକଣା ରହିବ। ଆଜି ଦିନ ୧ଟାରୁ ୨ଟା ଏୟାରପୋର୍ଟ ଛକରୁ ପିଏମଜି ଛକ ଭାୟା ହସପିଟାଲ ଛକ ଓ ଏ.ଜି ଛକରେ ଗାଡି ଚଳାଚଳ ବନ୍ଦ।
ଅପରାହ୍ନ ୪ଟା ୪୫ରୁ ୫ଟା୨୫:ଏୟାରପୋର୍ଟ ଛକ,ହସପିଟାଲ ଛକ, ଏଜି ଛକ, ରାଜଭବନ ଛକରେ ଟ୍ରାଫିକ କଟକଣା। ସନ୍ଧ୍ୟା ୬ଟାରୁ ୬ଟା ୪୫: ରାଜଭବନ ଛକ, ଏଜି ଛକ, ହାଉସିଂ ବୋର୍ଡ ଛକ, ରାମମନ୍ଦିର ଛକ , ମାଷ୍ଟର କ୍ୟାଂଟିନ ଛକ। ସନ୍ଧ୍ୟା ୭ଟା୩୦ରୁ ୮.୨୦ ଏଜି ଛକ, ରବୀନ୍ଦ୍ରମଣ୍ଡପ ଛକ, ୧୨୦ ବାଟାଲିୟନ ଛକ, ଜୟଦେବ ବିହାର,ନାଲକୋ ଛକ ଓ ରାତି ୮ଟା୨୫ରୁ ୮ଟା ୫୦: ରାଜଭବନ ଛକ,ଏଜି ଛକ,ହାଉସିଂ ବୋର୍ଡ ଛକ, ରାମମନ୍ଦିର ଛକ,ମାଷ୍ଟର କ୍ୟାଂଟିନ ଛକରେ କଟକଣା ରହିବ।

Tags: