ନଭେମ୍ବରରୁ ବଣ୍ଟନ ହେବ ପିଏମ ଆବାସ ଗୃହ
ନୂଆଦିଲ୍ଲୀ: ଆବାସ ହିତାଧିକାରୀଙ୍କ ପାଇଁ ଖୁସି ଖବର । ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା। ପର୍ୟ୍ୟାୟ କ୍ରମେ ଲୋକଙ୍କୁ ଦିଆଯିବ ଆବାସ ଘର । ଏନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି । ପର୍ୟ୍ୟାୟ କ୍ରମେ ଦିଆଯିବ ଆବାସ ଘର । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର। ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଅନ୍ତଦ୍ୟୋୟ ଯୋଜନାରେ ହିତାଧିକାରୀଙ୍କୁ […]
ନୂଆଦିଲ୍ଲୀ: ଆବାସ ହିତାଧିକାରୀଙ୍କ ପାଇଁ ଖୁସି ଖବର । ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା। ପର୍ୟ୍ୟାୟ କ୍ରମେ ଲୋକଙ୍କୁ ଦିଆଯିବ ଆବାସ ଘର । ଏନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି ।
ପର୍ୟ୍ୟାୟ କ୍ରମେ ଦିଆଯିବ ଆବାସ ଘର । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର। ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଅନ୍ତଦ୍ୟୋୟ ଯୋଜନାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ ସରକାର । ପରେ ପର୍ୟ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ ।




