ଗୃହରେ ଉଠିଲା ପୋଲାଭରମ ପ୍ରସଙ୍ଗ , ପ୍ରଶ୍ନକାଳ ବୟକଟ୍ କଲା କଂଗ୍ରେସ

ଭୁବନେଶ୍ବର: ଗୁରୁବାର ବିଧାନସଭା କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୋଲାଭରମ୍ ପ୍ରକଳ୍ପ ପ୍ରସଙ୍ଗରେ ବିରୋଧୀ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଗୃହକାର୍ଯ୍ୟ ଅଚଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ଅନ୍ୟପଟେ ପ୍ରଶ୍ନକାଳକୁ ବୟକଟ କଲା କଂଗ୍ରେସ। ଆଜି ବି କଂଗ୍ରେସ ବିଧାୟକମାନେ ଗୃହ ବାହାରେ ମୁହଁରେ କଳାପଟି ବାନ୍ଧି ଧାରଣା ଦେଇଛନ୍ତି। ତାରା ବାହିନୀପତିଙ୍କ ଉପର ନିଲମ୍ବନ ହଟେଇବା ଦାବିରେ କଂଗ୍ରେସ ବିଧାୟକଙ୍କ ଧାରଣା। ହାତରେ […]

Samaya Live Picture
Published On

ଭୁବନେଶ୍ବର: ଗୁରୁବାର ବିଧାନସଭା କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୋଲାଭରମ୍ ପ୍ରକଳ୍ପ ପ୍ରସଙ୍ଗରେ ବିରୋଧୀ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଗୃହକାର୍ଯ୍ୟ ଅଚଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ।

ଅନ୍ୟପଟେ ପ୍ରଶ୍ନକାଳକୁ ବୟକଟ କଲା କଂଗ୍ରେସ। ଆଜି ବି କଂଗ୍ରେସ ବିଧାୟକମାନେ ଗୃହ ବାହାରେ ମୁହଁରେ କଳାପଟି ବାନ୍ଧି ଧାରଣା ଦେଇଛନ୍ତି। ତାରା ବାହିନୀପତିଙ୍କ ଉପର ନିଲମ୍ବନ ହଟେଇବା ଦାବିରେ କଂଗ୍ରେସ ବିଧାୟକଙ୍କ ଧାରଣା। ହାତରେ କଳାପଟି ବାନ୍ଧି କଂଗ୍ରେସ ବିଧାୟକ ମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି।

Tags: