ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି
ଭୁବନେଶ୍ୱର : ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ଗର୍ଜିଲା ଯୁବ କଂଗ୍ରେସ । ଧଉଳି ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଭୁବନେଶ୍ୱରରେ ବିକ୍ଷୋଭ ପ୍ରଦର୍ଶନ କରିଛି ଯୁବ କଂଗ୍ରେସର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ପୁଲିସ ସେମାନଙ୍କୁ ଅଟକାଇବାରୁ କଂଗ୍ରେସ କର୍ମୀ ମାନେ ଅଣ୍ଡାମାଡ କରିଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ କଡ଼ା ସୁରକ୍ଷା ବ୍ୟବସ୍ଥା ରହିଛି । ଘଟଣାସ୍ଥଳରେ ୪ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି ।
Tags:




