ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଅତିରିକ୍ତ ୨ଟି ବିଭାଗ ଦାୟିତ୍ୱ

ଭୁବନେଶ୍ୱର : ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଅତିରିକ୍ତ ଆଉ ୨ ବିଭାଗ ଦାୟିତ୍ୱ। ପ୍ରମିଳାଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗର ଦାୟିତ୍ୱ ଦିଆଯାଇଛି। ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ଏହି ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ରାଜସ୍ୱ ମନ୍ତ୍ରୀଙ୍କୁ ମିଳିଛି। ଉଭୟେ କାହିଁକି ଇସ୍ତଫା ଦେଲେ ସେ ସମ୍ପର୍କରେ କୌଣସି ସୂଚନା ମିଳିନି । ସେହିପରି ଦୁଇ ମନ୍ତ୍ରୀଙ୍କ ପୂର୍ବରୁ […]

Samaya Live Picture
Published On

ଭୁବନେଶ୍ୱର : ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଅତିରିକ୍ତ ଆଉ ୨ ବିଭାଗ ଦାୟିତ୍ୱ। ପ୍ରମିଳାଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗର ଦାୟିତ୍ୱ ଦିଆଯାଇଛି। ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ଏହି ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ରାଜସ୍ୱ ମନ୍ତ୍ରୀଙ୍କୁ ମିଳିଛି। ଉଭୟେ କାହିଁକି ଇସ୍ତଫା ଦେଲେ ସେ ସମ୍ପର୍କରେ କୌଣସି ସୂଚନା ମିଳିନି ।
ସେହିପରି ଦୁଇ ମନ୍ତ୍ରୀଙ୍କ ପୂର୍ବରୁ ବିକ୍ରମ ଆରୁଖ ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସେ ପଦବୀରୁ ଇସ୍ତଫା ଦେଇଥିବା କହିଛନ୍ତି । ସେ ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି ।

Tags: