ଆସନ୍ତା ୧୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର: ଆସନ୍ତା ୧୫ରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଚଳିତ ବର୍ଷ ଜନଜାତି ଗୌରବ ଦିବସକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ । ବିର୍ସା ମୁଣ୍ଡାଙ୍କ ଜନ୍ମ ତିଥିରେ ପାଳନ ହେବ ଗୌରବ ଦିବସ । ଏହା ଆସନ୍ତା ନଭେମ୍ବର ୧୫ରୁ ଆରମ୍ଭ ହୋଇ ଦେଶବ୍ୟାପି ଚାଲିବ । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ମିଶ୍ର ସୂଚନା ଦେଇଛନ୍ତି ।

Tags: