ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର ହେଲେ ନୂଆ କୁଳପତି
ଭୁବନେଶ୍ୱର : ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବରେ ନିଯୁକ୍ତି ପାଇଲେ ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ । ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ ପ୍ରଫେସର ସ୍ୱାଇଁଙ୍କୁ କୁଳପତି ଭାବେ ନିଯୁକ୍ତ କରିଛନ୍ତି। ପ୍ରଫେସର ସ୍ୱାଇଁ ଏହି ପଦବୀରେ ୩ ବର୍ଷ ରହିବେ। ସେ ଏବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ମୁଖ୍ୟ ଅଛନ୍ତି। ଅଧ୍ୟାପନାରେ ପ୍ରଫେସର ସ୍ୱାଇଁଙ୍କ ଦୀର୍ଘ ତିନି ଦଶନ୍ଧିରୁ ଅଧିକ ଅଭିଜ୍ଞତା ରହିଛି।

Tags: