ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର : ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ । ନୂଆପଡା ଉପନିର୍ବାଚନରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ନେଇ ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି ନିର୍ବାଚନ କମିଶନ । ନିଲମ୍ବନ ଅବଧି ମଧ୍ୟରେ ତନୁଜା ରାଜ୍ୟ ମୁଖ୍ୟାଳୟ ଭୁବନେଶ୍ୱରରେ ରହିବେ । ବିନା ଅନୁମତିରେ ମୁଖ୍ୟାଳୟ ନଛାଡିବାକୁ ନିର୍ବାଚନ କମିଶନ ନିର୍ଦେଶ ଦେଇଛନ୍ତି ।

Tags: