ଆସନ୍ତାକାଲି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ: ସୋମବାର ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଠାକୁରଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଏହି ସ୍ୱତନ୍ତ୍ର ବିଧି ହେବ। ମହାପ୍ରଭୁଙ୍କ ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି କରାଯାଏ। ଏହା ଠାକୁରଙ୍କ ଏକ ଗୁପ୍ତ ନୀତି ଓ ବର୍ଷକେ ଏକାଧିକ ଥର ସମ୍ପନ୍ନ ହୁଏ। ଏହି ନୀତି ସମୟରେ ମହାପ୍ରଭୁଙ୍କ ଦର୍ଶନ କଟକଣା ରହିବ। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନରୁ ବଞ୍ଚିତ ହେବେ। […]
ପୁରୀ: ସୋମବାର ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଠାକୁରଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଏହି ସ୍ୱତନ୍ତ୍ର ବିଧି ହେବ। ମହାପ୍ରଭୁଙ୍କ ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି।
ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି କରାଯାଏ। ଏହା ଠାକୁରଙ୍କ ଏକ ଗୁପ୍ତ ନୀତି ଓ ବର୍ଷକେ ଏକାଧିକ ଥର ସମ୍ପନ୍ନ ହୁଏ। ଏହି ନୀତି ସମୟରେ ମହାପ୍ରଭୁଙ୍କ ଦର୍ଶନ କଟକଣା ରହିବ। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନରୁ ବଞ୍ଚିତ ହେବେ।




