ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ହେବ ଧାଡି ଦର୍ଶନ ବ୍ୟବସ୍ଥା – ଆଇନମନ୍ତ୍ରୀ

ପୁରୀ : ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ହେବ ଶ୍ରୀଜୀଉଙ୍କ ଧାଡି ଦର୍ଶନ ବ୍ୟବସ୍ଥା। ଏନେଇ ମଙ୍ଗଳବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ତାରାତାରିଣୀ ଦର୍ଶନ ବେଳେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି ହେବ। ପରିଚାଳନା କମିଟି ପରେ ହୁଣ୍ଡି ଉଠାଇବା ନିଷ୍ପତ୍ତି ଅନୁମୋଦିତ ହେବ। ପରିଚାଳନା କମିଟିର ପ୍ରସ୍ତାବ ଓ ସରକାରଙ୍କ ଅନୁମତି ପରେ ହୁଣ୍ଡି ସ୍ଥାନାନ୍ତର ହେବ। ଶୃଙ୍ଖଳିତ […]

ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ହେବ ଧାଡି ଦର୍ଶନ ବ୍ୟବସ୍ଥା – ଆଇନମନ୍ତ୍ରୀ
Samaya Live Picture
Published On

ପୁରୀ : ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ହେବ ଶ୍ରୀଜୀଉଙ୍କ ଧାଡି ଦର୍ଶନ ବ୍ୟବସ୍ଥା। ଏନେଇ ମଙ୍ଗଳବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ତାରାତାରିଣୀ ଦର୍ଶନ ବେଳେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି ହେବ। ପରିଚାଳନା କମିଟି ପରେ ହୁଣ୍ଡି ଉଠାଇବା ନିଷ୍ପତ୍ତି ଅନୁମୋଦିତ ହେବ। ପରିଚାଳନା କମିଟିର ପ୍ରସ୍ତାବ ଓ ସରକାରଙ୍କ ଅନୁମତି ପରେ ହୁଣ୍ଡି ସ୍ଥାନାନ୍ତର ହେବ। ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ ।

Tags: