ସାର୍ବଜନୀନ ହେବ ରତ୍ନ ଭଣ୍ଡାର ଅଳଙ୍କାର – ମନ୍ତ୍ରୀ
ଭୁବନେଶ୍ୱର : ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ଅଛି , ତାହା ସାର୍ବଜନୀନ କରିବେ ସରକାର। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ। ଶେଷ ଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଗଣତି ମଣତି ହୋଇଥିଲା। ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଚାଲୁ ରହିଛି। ଶେଷ ହେବା ପରେ ଗଣତି […]
ଭୁବନେଶ୍ୱର : ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ଅଛି , ତାହା ସାର୍ବଜନୀନ କରିବେ ସରକାର। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ। ଶେଷ ଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଗଣତି ମଣତି ହୋଇଥିଲା। ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଚାଲୁ ରହିଛି। ଶେଷ ହେବା ପରେ ଗଣତି ମଣତି କାର୍ଯ୍ୟ କରାଯିବ।
Tags:




