ସିପାହୀଙ୍କୁ ଟାଟୁ ମନା,୧୫ ଦିନ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ଦେହ ହାତରେ ଟାଟୁ କରିପାରିବେ ନାହିଁ ସିପାହୀ I ଯେଉଁ ମାନେ ଟାଟୁ କରିଛନ୍ତି ୧୫ ଦିନ ମଧ୍ୟରେ ଲିଭାଇବାକୁ ନିର୍ଦେଶ ଦିଆଯାଇଛି I ଏନେଇ ଗାଇଡ଼ ଲାଇନ ଜାରି ହୋଇଛି I ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୋଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍। କମିଶନରେଟ ପୁଲିସର କୌଣସି ଅଧିକାରୀ ମୁହଁ, ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ । ଯଦି […]
ଭୁବନେଶ୍ୱର : ଦେହ ହାତରେ ଟାଟୁ କରିପାରିବେ ନାହିଁ ସିପାହୀ I ଯେଉଁ ମାନେ ଟାଟୁ କରିଛନ୍ତି ୧୫ ଦିନ ମଧ୍ୟରେ ଲିଭାଇବାକୁ ନିର୍ଦେଶ ଦିଆଯାଇଛି I ଏନେଇ ଗାଇଡ଼ ଲାଇନ ଜାରି ହୋଇଛି I
ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୋଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍। କମିଶନରେଟ ପୁଲିସର କୌଣସି ଅଧିକାରୀ ମୁହଁ, ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ । ଯଦି କୌଣସି ପୁଲିସ ଅଧିକାରୀ ଟାଟୁ କରିଛନ୍ତି ତେବେ ୧୫ ଦିନ ମଧ୍ୟରେ ଏହାକୁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୋଲିସ ୟୁନିଫର୍ମ ପିନ୍ଧିବା ପରେ ଯଦି ଟାଟୁ ଦେଖାଯାଉଥାଏ ତେବେ ଏହା ଗ୍ରହଣୀୟ ହେବ ନାହିଁ । ଟାଟୁ ନ ଲିଭାଇଲେ ଡିପାର୍ଟମେଣ୍ଟାଲ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦିଆଯାଇଛି।




