ରାଜସ୍ବ ମନ୍ତ୍ରୀ ଅସୁସ୍ଥ ଏମ୍ସ ରେ ଭର୍ତ୍ତି

ରାଜସ୍ବ ମନ୍ତ୍ରୀ ଅସୁସ୍ଥ ଏମ୍ସ ରେ ଭର୍ତ୍ତି

ଭୁବନେଶ୍ୱର : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ମଙ୍ଗଳବାର ସନ୍ଧ୍ୟାରେ ଛାତିରେ ଯନ୍ତ୍ରଣା ଯୋଗୁଁ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ ମେଡିକାଲରେ ଭର୍ତ୍ତି କରାଯାଇଛି । ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରୁଛନ୍ତି । ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସେ ଆଇସିୟୁରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି । ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି । ରାଜସ୍ବ ମନ୍ତ୍ରୀଙ୍କ ଅସୁସ୍ଥତା ଖବର ଶୁଣି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଅନ୍ୟ ବରିଷ୍ଠ ନେତା ମାନେ ହସ୍ପିଟାଲ ପହଂଚି ତାଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି I

ସମ୍ବନ୍ଧିତ ଖବର ୫ ଜିଲ୍ଲାକୁ ଲଘୁଚାପ ସତର୍କତା

Tags: