ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ

ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର :  ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମିସକୁ ସ୍ଥାନାନ୍ତର ହେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ । ଅଧିକ ଚିକିତ୍ସା ପାଇଁ ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ହୃଦରୋଗରେ ଆକ୍ରାନ୍ତ ହେବାରୁ ତାଙ୍କୁ ମଙ୍ଗଳବାର ରାତିରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା କାର୍ଡିଓଥୋରାସିକ୍ ଏବଂ ଭାସ୍କୁଲାର (CTV) ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ ରେ ରଖି ଚିକିତ୍ସା କରାଯାଉଥିଲା ।

ସମ୍ବନ୍ଧିତ ଖବର ଓଡ଼ିଆ ଅଭିନେତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସ୍ୱାମୀଙ୍କୁ ଆଜୀବନ ଜେଲ

Tags: