ସମୀର ମହାନ୍ତି ହେଲେ ଅଲିମ୍ପିକ୍ସ ଆସୋସିଏସନର ସଭାପତି

ଭୁବନେଶ୍ବର:ଓଡ଼ିଶା ଅଲିମ୍ପିକ୍ସ ଆସୋସିଏସନର ସଭାପତି ହେଲେ ସମୀର ମହାନ୍ତି ।ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ହେଲେ ସଭାପତି।2029 ପର୍ଯ୍ୟନ୍ତ ସଭାପତି ଭାବେ କାର୍ଯ୍ୟ କରିବେ ସମୀର ମହାନ୍ତି। ଏହି ପଦ ପାଇଁ ସମୀରଙ୍କ ବ୍ୟତୀତ ଅନ୍ୟ କେହି ଆବେଦନ କରିନାହାନ୍ତି ତେଣୁ ସେ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ସଭାପତି ହେବା ନିଶ୍ଚିତ ହୋଇଛି । ୨୦୨୯ ଯାଏ ସେ ଓଓଏର ସଭାପତି ହୋଇ ରହିବେ । ଆସନ୍ତା ମାର୍ଚ୍ଚ ୩୦ ତାରିଖରେ OOAର ସାଧାରଣ ପରିଷଦ […]

Samaya Live Picture
Published On

ଭୁବନେଶ୍ବର:ଓଡ଼ିଶା ଅଲିମ୍ପିକ୍ସ ଆସୋସିଏସନର ସଭାପତି ହେଲେ ସମୀର ମହାନ୍ତି ।ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି ହେଲେ ସଭାପତି।2029 ପର୍ଯ୍ୟନ୍ତ ସଭାପତି ଭାବେ କାର୍ଯ୍ୟ କରିବେ ସମୀର ମହାନ୍ତି।

ଏହି ପଦ ପାଇଁ ସମୀରଙ୍କ ବ୍ୟତୀତ ଅନ୍ୟ କେହି ଆବେଦନ କରିନାହାନ୍ତି ତେଣୁ ସେ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ସଭାପତି ହେବା ନିଶ୍ଚିତ ହୋଇଛି । ୨୦୨୯ ଯାଏ ସେ ଓଓଏର ସଭାପତି ହୋଇ ରହିବେ । ଆସନ୍ତା ମାର୍ଚ୍ଚ ୩୦ ତାରିଖରେ OOAର ସାଧାରଣ ପରିଷଦ ବୈଠକ ହେବ । ସମୀର ମହାନ୍ତି OOAର ନୂଆ ସଭାପତି ହେବାକୁ ଥିବା ବେଳେ ଅଭିଜିତ୍ ପାଲ୍ ହେବେ ସମ୍ପାଦକ ।

Tags: