ନବୀନ ନିବାସରେ ଏକାଠି ହେଲେ ବରିଷ୍ଠ ବିଜେଡି ନେତା

ଭୁବନେଶ୍ୱର : ନବୀନ ନିବାସରେ ଆଜି ହୋଇପାରେ କିଛି ଗୁରୁତ୍ତ୍ୱପୂର୍ଣ୍ଣ ଆଲୋଚନା I ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। ଆଜି ସକାଳ ୧୨ ଟା ପୂର୍ବରୁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କ ପରି ଅନେକ ବରିଷ୍ଠ ନେତା। ତେବେ ବୈଠକରେ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇ ନଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି […]

Samaya Live Picture
Published On

ଭୁବନେଶ୍ୱର : ନବୀନ ନିବାସରେ ଆଜି ହୋଇପାରେ କିଛି ଗୁରୁତ୍ତ୍ୱପୂର୍ଣ୍ଣ ଆଲୋଚନା I ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। ଆଜି ସକାଳ ୧୨ ଟା ପୂର୍ବରୁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କ ପରି ଅନେକ ବରିଷ୍ଠ ନେତା। ତେବେ ବୈଠକରେ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇ ନଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି I

ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ଜୁନ୍‌ ୫ରେ ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଥିଲେ।

Tags: