ନବୀନ ନିବାସରେ ବରିଷ୍ଠ ନେତାଙ୍କ ବୈଠକ

ଭୁବନେଶ୍ୱର: ନବୀନ ନିବାସରେ ବରିଷ୍ଠ ନେତାଙ୍କ ବୈଠକ । ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ ,ପ୍ରତାପ ଦେବ,ଅରୁଣ ସାହୁ, ଏବଂ ସଞ୍ଜୟ ଦାସବର୍ମା ଉପସ୍ଥିତ ଅଛନ୍ତି। ଦୁଇ ଦିନ ତଳେ ନବୀନ ପଟ୍ଟନାୟକ ୯ମ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଜଣେ ମାତ୍ର ପ୍ରାର୍ଥୀ ଭାବେ ନବୀନ ଏହି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିଥିଲେ। […]

ନବୀନ ନିବାସରେ ବରିଷ୍ଠ ନେତାଙ୍କ ବୈଠକ
Samaya Live Picture
Published On

ଭୁବନେଶ୍ୱର: ନବୀନ ନିବାସରେ ବରିଷ୍ଠ ନେତାଙ୍କ ବୈଠକ । ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ ,ପ୍ରତାପ ଦେବ,ଅରୁଣ ସାହୁ, ଏବଂ ସଞ୍ଜୟ ଦାସବର୍ମା ଉପସ୍ଥିତ ଅଛନ୍ତି। ଦୁଇ ଦିନ ତଳେ ନବୀନ ପଟ୍ଟନାୟକ ୯ମ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଜଣେ ମାତ୍ର ପ୍ରାର୍ଥୀ ଭାବେ ନବୀନ ଏହି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିଥିଲେ। ନବୀନ ସଭାପତି ନିର୍ବାଚିତ ହେବାପରେ ଶଙ୍ଖ ଭବନଠାରେ ତାଙ୍କ ନେତୃତ୍ୱରେ ଦଳର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା।ଏହାପରେ ନବୀନଙ୍କ ସଭାପତିତ୍ୱରେ ଏହା ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି ।

Tags: