୨୧ରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

୨୧ରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ : ଆସନ୍ତା ୨୧ ତାରିଖରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ, ରତ୍ନ ଅଳଙ୍କାର ଗଣତି ମଣତି, ଆଦର୍ଶ ଗୁରୁକୁଳ ପ୍ରସଙ୍ଗରେ ଆଲୋଚନା ହେବ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପରିଚାଳନା କମିଟିର ସଦସ୍ୟ ଓ ଅନ୍ୟାନ୍ୟ ଅଧିକାରାମାନେ ଉପସ୍ଥିତ ରହିବେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Read More ଭେଣ୍ଟିଲେଟରରେ ହ୍ୟୁମାନ ସାଗର

 

Read More ପ୍ରେମ ପ୍ରତାରଣା ଅଭିଯୋଗରେ ଏୟାରଫୋର୍ସ ଯବାନ ଗିରଫ

Tags: