ସ୍ଥଗିତ ରହିଲା ଏସଆଇ ପରୀକ୍ଷା

ଭୁବନେଶ୍ୱର : ଆସନ୍ତା ଅକ୍ଟୋବର ୫/୬ ତାରିଖରେ ହେବାକୁ ଥିବା ଲିଖିତ ଥିବା ଏସଆଇ ପରୀକ୍ଷା ସ୍ଥଗିତ ରହିଛି । ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି । ପୁଲିସ୍ ଏସଆଇ ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଖବର ସାମ୍ନାକୁ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି । ପରୀକ୍ଷା […]

ସ୍ଥଗିତ ରହିଲା ଏସଆଇ ପରୀକ୍ଷା
Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ଅକ୍ଟୋବର ୫/୬ ତାରିଖରେ ହେବାକୁ ଥିବା ଲିଖିତ ଥିବା ଏସଆଇ ପରୀକ୍ଷା ସ୍ଥଗିତ ରହିଛି । ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି । ପୁଲିସ୍ ଏସଆଇ ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଖବର ସାମ୍ନାକୁ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି । ପରୀକ୍ଷା ଦାୟିତ୍ୱ ନେଇଥିବା ସଂସ୍ଥା ଜାଲିଆତି କରିଥିବା ସୂଚନା ମିଳିଛି ଇ ଏହି ଘଟଣାରେ ଜଣେ ପରୀକ୍ଷାର୍ଥୀଙ୍କୁ ଅଟକ ରଖାଯାଇଥିବାବେଳେ ୧୨୦ ପରୀକ୍ଷାର୍ଥୀଙ୍କୁ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରୁ ଉଠାଇ ଆଣିଛି ପୋଲିସ । ବ୍ରହ୍ମପୁରକୁ ଏହି ଛାତ୍ରମାନଙ୍କୁ ଆଣି ପୁଲିସ ପଚରାଉଚୁରା କରୁଛି ।

 

Tags: