ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ଗାୟିକା ଅର୍ପିତା

ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ଗାୟିକା ଅର୍ପିତା

କଟକ : ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା । ଜାମିନ ପାଇଁ ଆଗୁଆ ହାଇକୋର୍ଟରେ ଆବେଦନ କଲେ ଗାୟିକା ଅର୍ପିତା ଚୌଧୁରୀ । ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀଙ୍କ ସହ ମିଳିତ ଆଗୁଆ ଜାମିନ ଆବଦେନ କରିଥିଲେ ଅର୍ପିତା । ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଗତ ଡିସେମ୍ବର ୭ ତାରିଖରେ କଟକ ମର୍କତ ନଗର ଥାନାରେ ୯ ଜଣଙ୍କ ନାଁରେ ମମାଲା ରୁଜୁ କରିଥିଲେ ହ୍ୟୁମାନଙ୍କ ମାଆ ସେଫାଳି ସୁନା । ଏହି ଘଟଣାରେ ଏତଲାରେ ଥିବା ସମସ୍ତ ବ୍ୟକ୍ତିଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ ବୋଲି କହିଥିଲେ କଟକ ଡିସିପି ହୃଷିକେଶ ଖିଲାର ।

ସମ୍ବନ୍ଧିତ ଖବର ପୂର୍ବତନ କଂଗ୍ରେସ ବିଧାୟକଙ୍କ ପରଲୋକ

 

ସମ୍ବନ୍ଧିତ ଖବର ଘରୋଇ ବସ ଧକ୍କାରେ ୩ ବାଇକ ଆରୋହୀ ମୃତ

Tags: