ଆଇପିଏସ ସ୍ତରରେ ସାମାନ୍ୟ ଅଦଳବଦଳ

ଭୁବନେଶ୍ୱର : ଆଇପିଏସ ସ୍ତରରେ ଅଦଳବଦଳ । ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି । ପୂର୍ବରୁ ବିନୋଦ ପାଟିଲ୍‌ କେସିଙ୍ଗାର ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ । ସେହିପରି ରାହୁଲ ଗୋଏଲ ହେଲେ କଟକ ରେଲୱେ ଏସପି । ଏହାପୂର୍ବରୁ ରାହୁଲ ଗୋଏଲ୍‌ ବାଲିଗୁଡ଼ାରେ ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ । […]

Samaya Live Picture
Published On

ଭୁବନେଶ୍ୱର : ଆଇପିଏସ ସ୍ତରରେ ଅଦଳବଦଳ । ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି । ପୂର୍ବରୁ ବିନୋଦ ପାଟିଲ୍‌ କେସିଙ୍ଗାର ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ । ସେହିପରି ରାହୁଲ ଗୋଏଲ ହେଲେ କଟକ ରେଲୱେ ଏସପି । ଏହାପୂର୍ବରୁ ରାହୁଲ ଗୋଏଲ୍‌ ବାଲିଗୁଡ଼ାରେ ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ । ସେହିପରି ଓପିଏସ୍‌‌ ମିହିର କୁମାର ପଣ୍ଡା ହେଲେ ନବରଙ୍ଗପୁର ଏସପି। ମିହିର କୁମାର ପଣ୍ଡା ଏବେ ଓଡ଼ିଶା ପୁଲିସ ହେଡକ୍ୱାର୍ଟରରେ ନିଯୁକ୍ତ ଥିଲେ। ନୂତନ ନିର୍ଦେଶ ଅନୁସାରେ,ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଗୃହ ବିଭାଗର ନିର୍ଦ୍ଦେଶ ଦିଆଯାଇଛି।

ସୂଚନାନୁସାରେ,ପୂଜା ପୂର୍ବରୁ ଓଡିଶା ପୋଲିସରେ ବଡ଼ଧରଣର ଅଦଳବଦଳ ହୋଇଥିଲା । ଏକାଥରକେ ୨୮ ଜଣ ଆଇପିଏସ୍‌ଙ୍କୁ ଅଦଳବଦଳ କରାଯାଇଥିଲା । ଯେଉଁଥିରେ କଟକ-ଭୁବନେଶ୍ୱର ପୋଲିସ କମିଶନର, କଟକ ଡିସିପି, ଭୁବନେଶ୍ୱର ଡିସିପି ପ୍ରମୁଖ ଥିଲେ ।

Tags: