ବିଜେଡି ଉପ-ସଭାପତି ପଦରୁ ବିଦା ହେଲେ ସୌମ୍ୟରଞ୍ଜନ
ଭୁବନେଶ୍ୱର : ସୌମ୍ୟ ପଟ୍ଟନାୟକଙ୍କ ଉପରେ ବଡ଼ ଆକ୍ସନ ନେଇଛି ବିଜେଡି । ବିଜେଡି ଉପ-ସଭାପତି ପଦରୁ ବହିସ୍କୃତ ହେଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ I ଦଳ ମଧ୍ୟରେ ରହି ବାରମ୍ବାର ଦଳ ବିରୋଧୀ ମନ୍ତବ୍ୟ ଦେଉଥିବାରୁ ଉପସଭାପତି ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ବାହାର ରାସ୍ତା ଦେଖାଇଛି ଦଳ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ବହିଷ୍କୃତ କରିଛନ୍ତି। ଦଳ ବିରୋଧୀ ମନ୍ତବ୍ୟ ଦେବା ସହ ଗତ କିଛି ଦିନ ଧରି ସୌମ୍ୟ ପଟ୍ଟନାୟକ ୫ଟି କୁ […]
ଭୁବନେଶ୍ୱର : ସୌମ୍ୟ ପଟ୍ଟନାୟକଙ୍କ ଉପରେ ବଡ଼ ଆକ୍ସନ ନେଇଛି ବିଜେଡି । ବିଜେଡି ଉପ-ସଭାପତି ପଦରୁ ବହିସ୍କୃତ ହେଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ I ଦଳ ମଧ୍ୟରେ ରହି ବାରମ୍ବାର ଦଳ ବିରୋଧୀ ମନ୍ତବ୍ୟ ଦେଉଥିବାରୁ ଉପସଭାପତି ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ବାହାର ରାସ୍ତା ଦେଖାଇଛି ଦଳ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ବହିଷ୍କୃତ କରିଛନ୍ତି। ଦଳ ବିରୋଧୀ ମନ୍ତବ୍ୟ ଦେବା ସହ ଗତ କିଛି ଦିନ ଧରି ସୌମ୍ୟ ପଟ୍ଟନାୟକ ୫ଟି କୁ ନେଇ ନିଜର ଆଲେଖ୍ୟ ଓ ବକ୍ତବ୍ୟ ପାଇଁ ଚର୍ଚ୍ଚାରେ ଥିଲେ। ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି।




