ବିଜେଡିରୁ ସୌମ୍ୟ ରଞ୍ଜନ ଓ ସୁଧାଂଶୁ ଶେଖର ପରିଡା ବହିଷ୍କୃତ
ଭୁବନେଶ୍ୱର : ମହଙ୍ଗା ପଡିଲା ଦଳ ବିରୋଧୀ ମନ୍ତବ୍ୟ I ବିଜେଡିରୁ ବହିସ୍କୃତ ହେଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ I ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନଙ୍କୁ ବହିସ୍କୃତ କରିଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ଏହା ସହିତ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ନିଜେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚନାନୁସାରେ,ସେପ୍ଟେମ୍ବର ୧୨ […]
ଭୁବନେଶ୍ୱର : ମହଙ୍ଗା ପଡିଲା ଦଳ ବିରୋଧୀ ମନ୍ତବ୍ୟ I ବିଜେଡିରୁ ବହିସ୍କୃତ ହେଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ I ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନଙ୍କୁ ବହିସ୍କୃତ କରିଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I
ଏହା ସହିତ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡାଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ନିଜେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚନାନୁସାରେ,ସେପ୍ଟେମ୍ବର ୧୨ ତାରିଖରେ ସୌମ୍ୟଙ୍କୁ଼ ବିଜେଡି ଦଳର ଉପସଭାପତି ପଦରୁ ବହିଷ୍କାର କରାଯାଇଥିଲା।




