ଆସନ୍ତା କାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀପରିଷଦ ବୈଠକ
By: Samaya Live News
ଭୁବନେଶ୍ୱର : ନଭେମ୍ବର ୨୧ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହେବ । ରାଜ୍ଯ କ୍ୟାବିନେଟରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ। ବିଧାନସଭାର ଶୀତକାଳୀନ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ ।
Read More ଏନକାଉଣ୍ଟରରେ ୬ ମାଓବାଦୀ ସଫା
Read More ରାଜ୍ୟରେ ଆଉ ୪ଟି ନୂଆ ତହସିଲ ଗଠନ ହେବ
Tags:


