ଛାତ୍ରାବାସରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
ଗୁଣପୁର : ଛାତ୍ରାବାସରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଗୁଣପୁରର ଏକ ଘରୋଇ ବିଶ୍ଵ ବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ହେଲେ ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ହିମାଂଶୁ ହୋତା। ସେ ବାୟୋଟେକ୍ ଦ୍ଵିତୀୟ ବର୍ଷରେ ପଢୁଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଗୁଣୁପୁର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Tags: