ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
ଗୁଣପୁର : ହଷ୍ଟେଲରୁ ଉଦ୍ଧାର ହେଲା ଛାତ୍ରଙ୍କ ମୃତଦେହ । ଗୁଣୁପୁରର ଏକ ଘରୋଇ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଭିତରୁ ଛାତ୍ରଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ସନ୍ଦୀପ ଲେଙ୍କା । ତାଙ୍କ ଘର କେନ୍ଦ୍ରାପଡା । ସେ ବିଟେକ୍ କମ୍ପ୍ୟୁଟର ସାଇନ୍ସ ବିଭାଗର ଚତୁର୍ଥ ବର୍ଷର ଛାତ୍ର ଥିଲେ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ […]
ଗୁଣପୁର : ହଷ୍ଟେଲରୁ ଉଦ୍ଧାର ହେଲା ଛାତ୍ରଙ୍କ ମୃତଦେହ । ଗୁଣୁପୁରର ଏକ ଘରୋଇ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଭିତରୁ ଛାତ୍ରଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ମୃତକ ହେଉଛନ୍ତି ସନ୍ଦୀପ ଲେଙ୍କା । ତାଙ୍କ ଘର କେନ୍ଦ୍ରାପଡା । ସେ ବିଟେକ୍ କମ୍ପ୍ୟୁଟର ସାଇନ୍ସ ବିଭାଗର ଚତୁର୍ଥ ବର୍ଷର ଛାତ୍ର ଥିଲେ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।
Tags:




