ସୁରୁଖୁରୁରେ ଚାଲିଛି ୨ୟ ପର୍ଯ୍ୟାୟ ବିଧାନସଭା ବଜେଟ ଅଧିବେଶନ

ସୁରୁଖୁରୁରେ ଚାଲିଛି ୨ୟ ପର୍ଯ୍ୟାୟ ବିଧାନସଭା ବଜେଟ ଅଧିବେଶନ
Samaya Live News Picture
Published On

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ଷୋଡ଼ଶ ବିଧାନସଭା ବଜେଟ ଅଧିବେଶନର  ଦ୍ୱିତୀୟ ପର୍ଯ୍ୟାୟ । ଏପ୍ରିଲ୍‌ ୮ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ। ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି । ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି । ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଆର୍ଥିକ ବର୍ଷ ୨୦୨୬-୨୭ ଲାଗି ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩.୧୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ। ଦ୍ବିତୀୟ ପର୍ଯ୍ୟାୟରେ ବିଭାଗୱାରୀ ଖର୍ଚ୍ଚଦାବି ଉପ‌ରେ ଆଲୋଚନା ହେବା ସହ ମାର୍ଚ୍ଚ ୩୧ରେ ରାଜ୍ୟ ସରକାର ବ୍ୟୟମଞ୍ଜୁରୀ ବିଲ୍ ପାରିତ କରାଇବେ।

Tags: