ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡି କର୍ମୀ
ଭୁବନେଶ୍ୱର : ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି ର୍କମୀ। ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ପକ୍ଷରୁ ସୋମବାର ଭୁବନେଶ୍ଵର ଲୋୟର ପିଏମଜିରେ ଗଣଧାରଣା ଓ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ ଓ ସହାୟିକା। ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ପୁନଃନିଯୁକ୍ତି ସମେତ ୧୧ ଦଫା ଦାବିରେ ହଜାର ହଜାର ସଂଖ୍ୟକ ଅଙ୍ଗନବାଡ଼ି କର୍ମୀ ଏବଂ ସହାୟିକା ଏକ ବିରାଟ ପଟୁଆରରେ […]
ଭୁବନେଶ୍ୱର : ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡ଼ି ର୍କମୀ। ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ପକ୍ଷରୁ ସୋମବାର ଭୁବନେଶ୍ଵର ଲୋୟର ପିଏମଜିରେ ଗଣଧାରଣା ଓ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି। ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ ଓ ସହାୟିକା। ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ପୁନଃନିଯୁକ୍ତି ସମେତ ୧୧ ଦଫା ଦାବିରେ ହଜାର ହଜାର ସଂଖ୍ୟକ ଅଙ୍ଗନବାଡ଼ି କର୍ମୀ ଏବଂ ସହାୟିକା ଏକ ବିରାଟ ପଟୁଆରରେ ବିଧାନସଭା ଅଭିମୁଖେ ଯାତ୍ରା କରିଛନ୍ତି।




