ଦୁଇଦିନିଆ ଓଡ଼ିଶା ଗସ୍ତ ଆସିଛନ୍ତି ସୁପ୍ରିମକୋର୍ଟ ର ପ୍ରଧାନ ବିଚାରପତି

ଭୁବନେଶ୍ୱର : ୨ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୂଡ଼ I ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ I ଏହାପରେ ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ସେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Samaya Live Picture
Published On

Tags: