୬ଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ,ବଡ଼ଚଣାରୁ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର : ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ଚଳିତ ଥର ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ ଟିକେଟ୍‌ ଦେଇଛି। ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୩୪ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ […]

Samaya Live Picture
Published On

ଭୁବନେଶ୍ୱର : ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ଚଳିତ ଥର ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ ଟିକେଟ୍‌ ଦେଇଛି।

ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୩୪ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୧୩ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

Tags: