ରାଜଭବନ ଯାଇ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ଧରାଶାୟୀ ହୋଇଛି ବିଜେଡି I ଗତକାଲି ୧୮ ତମ ସାଧାରଣ ନିର୍ବାଚନର ଫଳାଫଳ ବିଜେପି ସପକ୍ଷରେ ଯାଇଛି I ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଦିନ ସାଢ଼େ ୧୧ଟାରେ ଇସ୍ତଫା ଦେବାକୁ ରାଜଭବନ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ I ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି। ୧୧ଟା ୩୫ରୁ ୧୧ଟା […]
ଭୁବନେଶ୍ୱର : ରାଜ୍ୟରେ ଧରାଶାୟୀ ହୋଇଛି ବିଜେଡି I ଗତକାଲି ୧୮ ତମ ସାଧାରଣ ନିର୍ବାଚନର ଫଳାଫଳ ବିଜେପି ସପକ୍ଷରେ ଯାଇଛି I ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଦିନ ସାଢ଼େ ୧୧ଟାରେ ଇସ୍ତଫା ଦେବାକୁ ରାଜଭବନ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ I ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି। ୧୧ଟା ୩୫ରୁ ୧୧ଟା ୪୫ ପର୍ଯ୍ୟନ୍ତ ସେ ରାଜଭନବରେ ରହିବେ। ନବୀନ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ଦେଇ ସେ ନବୀନ ନିବାସ ଫେରିଯିବେ।




