ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ସହାୟତା ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା I ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି I ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ତଥ୍ୟାନୁସାରେ,ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା I ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି I ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଲିବ ଏସିଆନ୍ ଗେମ୍ସ […]

Samaya Live Picture
Published On

ଭୁବନେଶ୍ୱର :୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା I ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି I ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I
ତଥ୍ୟାନୁସାରେ,ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା I ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି I ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଲିବ ଏସିଆନ୍ ଗେମ୍ସ I ସେହି ୧୩ଜଣ ଖେଳାଳି ହେଲେ କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲୀ ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ, ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ଡୁମୁଣୀ ମାରାଣ୍ଡି, ତରୁଲତା ନାଏକ, ମାମା ନାଏକ I

Tags: