ସୁଭଦ୍ରା ଟଙ୍କା ନେଇ ଗୁରୁତ୍ତ୍ୱପୂର୍ଣ୍ଣ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସୁଭଦ୍ରା ଟଙ୍କା ପାଇନଥିବା ହିତାଧିକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରୀଡାଙ୍କ ଗୁରୁତ୍ତ୍ୱପୂର୍ଣ ପରାମର୍ଶ । ସେ କହିଛନ୍ତି ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ । ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କେଜ ହୋଇନି । ଯାହାର ୨/୩ଟି ଆକାଉଣ୍ଟ ରହିଛି ସମସ୍ୟା ହେଉଛି । ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଲିଙ୍କ ଥିବା ଆବଶ୍ୟକ । ବ୍ୟାଙ୍କ ଆକାଉଣ୍ଟ-ଆଧାର-ମୋବାଇଲ ନମ୍ବର ମଧ୍ୟରେ ସମନ୍ବୟ ନାହିଁ । […]
ଭୁବନେଶ୍ୱର : ସୁଭଦ୍ରା ଟଙ୍କା ପାଇନଥିବା ହିତାଧିକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରୀଡାଙ୍କ ଗୁରୁତ୍ତ୍ୱପୂର୍ଣ ପରାମର୍ଶ । ସେ କହିଛନ୍ତି ୨୪ ତାରିଖରେ ବାକି ଥିବା ହିତାଧିକାରୀଙ୍କୁ ଟଙ୍କା ମିଳିବ । ପ୍ରାୟ ୫ ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କେଜ ହୋଇନି । ଯାହାର ୨/୩ଟି ଆକାଉଣ୍ଟ ରହିଛି ସମସ୍ୟା ହେଉଛି । ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଲିଙ୍କ ଥିବା ଆବଶ୍ୟକ । ବ୍ୟାଙ୍କ ଆକାଉଣ୍ଟ-ଆଧାର-ମୋବାଇଲ ନମ୍ବର ମଧ୍ୟରେ ସମନ୍ବୟ ନାହିଁ । ବ୍ୟାଙ୍କ ଯାଇ ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଯୋଡ଼ନ୍ତୁ। କେହି ବଞ୍ଚିତ ହେଲେ ୨୪ ତାରିଖ ପରେ ଗାଁ ଗାଁକୁ ଟିମ ଯିବ। ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ କରିବେ।,ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଲିଙ୍କ ଥିବା ଆବଶ୍ୟକ।




