ଓଡ଼ିଆ ନାଟ୍ୟ ନିର୍ଦ୍ଦେଶକ ଡ. ସଚ୍ଚି ଦାସଙ୍କ ପରଲୋକ
କଟକ : ଓଡ଼ିଆ ଯାତ୍ରା ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବର୍ଷୀୟାନ ନାଟ୍ୟ ନିର୍ଦ୍ଦେଶକ ଡ. ସଚ୍ଚି ଦାସ ଙ୍କ ପରଲୋକ । ସେ ଦୀର୍ଘ ଦିନରୁ ଅସୁସ୍ଥ ଥିବା କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ । ତେବେ ଗୁରୁବାର ସକାଳେ ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଜଲିଉଡରେ ଶୋକର ଛାୟା ଖେଳିଯାଇଛି । ଓଡ଼ିଆ ନାଟ୍ୟ ଜଗତର […]
କଟକ : ଓଡ଼ିଆ ଯାତ୍ରା ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବର୍ଷୀୟାନ ନାଟ୍ୟ ନିର୍ଦ୍ଦେଶକ ଡ. ସଚ୍ଚି ଦାସ ଙ୍କ ପରଲୋକ । ସେ ଦୀର୍ଘ ଦିନରୁ ଅସୁସ୍ଥ ଥିବା କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ । ତେବେ ଗୁରୁବାର ସକାଳେ ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଜଲିଉଡରେ ଶୋକର ଛାୟା ଖେଳିଯାଇଛି । ଓଡ଼ିଆ ନାଟ୍ୟ ଜଗତର ଭୀଷ୍ମ ପିତାମହ ଭାବେ ସେ ବେଶ ଜଣାଶୁଣା ଥିଲେ I
Tags:




