ସନ୍ଧ୍ୟାରେ ଓଡିଶା ଆସୁଛନ୍ତି ନିର୍ବାଚନ କମିଶନଙ୍କ ଟିମ

ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ଓଡିଶା ଆସିବେ ନିର୍ବାଚନ କମିଶନଙ୍କ ଟିମ I ରାଜ୍ୟରେ ନିର୍ବାଚନ ପ୍ରସ୍ତୁତି ନେଇ ବୁଧବାର ସମୀକ୍ଷା କରିବେ ନିର୍ବାଚନ କମିଶନଙ୍କ ଟିମ I ସୂଚନାନୁସାରେ,ବୁଧବାର ବୈଠକରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଆଲୋଚନା ହେବ I ତେବେ ଭୋଟର ତାଲିକା ସଂଶୋଧନ ପାଇଁ ପ୍ରକ୍ରିୟା ଚାଲିଛି I ଏଥିରେ ନିର୍ବାଚନ ଅଧିକାରୀଙ୍କ ଟିମ ସହ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ଯୋଗ ଦେବେ I

Samaya Live Picture
Published On

ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ଓଡିଶା ଆସିବେ ନିର୍ବାଚନ କମିଶନଙ୍କ ଟିମ I ରାଜ୍ୟରେ ନିର୍ବାଚନ ପ୍ରସ୍ତୁତି ନେଇ ବୁଧବାର ସମୀକ୍ଷା କରିବେ ନିର୍ବାଚନ କମିଶନଙ୍କ ଟିମ I
ସୂଚନାନୁସାରେ,ବୁଧବାର ବୈଠକରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଆଲୋଚନା ହେବ I ତେବେ ଭୋଟର ତାଲିକା ସଂଶୋଧନ ପାଇଁ ପ୍ରକ୍ରିୟା ଚାଲିଛି I ଏଥିରେ ନିର୍ବାଚନ ଅଧିକାରୀଙ୍କ ଟିମ ସହ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ମଧ୍ୟ ଯୋଗ ଦେବେ I

Tags: