ଆସନ୍ତା କାଲି ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ

ପୁରୀ: ଆସନ୍ତା କାଲି ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି । ଏଠି ସକାଶେ ଆସନ୍ତାକାଲି ୩ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ । ଅପରାହ୍ନ ୫ଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

Samaya Live Picture
Published On

Tags: