ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖୋର୍ଦ୍ଧା : ଏକ ଘରୋଇ ୟୁନିଭର୍ସିଟି ହଷ୍ଟେଲରୁ ଜଣେ ଡିପ୍ଲୋମା ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ର ଜଣଙ୍କ ଛତିଶଗଡ଼ ଅଂଚଳର । ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

Samaya Live Picture
Published On

Tags: