ଗୃହରେ ଉଠିଲା ଲକ୍ଷ୍ମୀ ବସ ଦୁର୍ନୀତି ପ୍ରସଙ୍ଗ

ଭୁବନେଶ୍ୱର : ବିଧାନସଭାର ଶୂନ୍ୟକାଳରେ ଉଠିଲା ଲକ୍ଷ୍ମୀ ବସ ଦୁର୍ନୀତି ପ୍ରସଙ୍ଗ । ଏହି ପ୍ରସଙ୍ଗ ଉଠାଇ ବିଜେପି ବିଧାୟକ ବିଭୂତି ପ୍ରଧାନ କହିଛନ୍ତି ଲକ୍ଷ୍ମୀ ବସ ଚଳାଚଳରେ ୧୦ ମାସରେ ୩୭୪ କୋଟି ଟଙ୍କା କ୍ଷତି ହୋଇଛି । ସଂସ୍ଥା ମାନଙ୍କୁ ୧୫୦ କିଲୋମିଟର ହିସାବରେ ଟଙ୍କା ଦିଆଯାଉଛି । ନିର୍ବାଚନ ସମୟରେ ଘରୋଇ ବସ ବ୍ୟବହାର ପାଇଁ ୪ ହଜାର ଟଙ୍କା ସରକାରୀ ତହବିଲରୁ ଦିଆ ଯାଇଥିବା ବେଳେ ଲକ୍ଷ୍ମୀ ବସ ପାଇଁ ୧୪ […]

Samaya Live Picture
Published On

ଭୁବନେଶ୍ୱର : ବିଧାନସଭାର ଶୂନ୍ୟକାଳରେ ଉଠିଲା ଲକ୍ଷ୍ମୀ ବସ ଦୁର୍ନୀତି ପ୍ରସଙ୍ଗ । ଏହି ପ୍ରସଙ୍ଗ ଉଠାଇ ବିଜେପି ବିଧାୟକ ବିଭୂତି ପ୍ରଧାନ କହିଛନ୍ତି ଲକ୍ଷ୍ମୀ ବସ ଚଳାଚଳରେ ୧୦ ମାସରେ ୩୭୪ କୋଟି ଟଙ୍କା କ୍ଷତି ହୋଇଛି । ସଂସ୍ଥା ମାନଙ୍କୁ ୧୫୦ କିଲୋମିଟର ହିସାବରେ ଟଙ୍କା ଦିଆଯାଉଛି । ନିର୍ବାଚନ ସମୟରେ ଘରୋଇ ବସ ବ୍ୟବହାର ପାଇଁ ୪ ହଜାର ଟଙ୍କା ସରକାରୀ ତହବିଲରୁ ଦିଆ ଯାଇଥିବା ବେଳେ ଲକ୍ଷ୍ମୀ ବସ ପାଇଁ ୧୪ ହଜାର ଟଙ୍କା ଦିଆ ଯାଇଛି। ଏକା କାମ ପାଇଁ ଲକ୍ଷ୍ମୀ ବସକୁ ଏତେ ଟଙ୍କା କେମିତି ଦିଆଗଲା। ଏହି ଲକ୍ଷ୍ମୀ ବସ ଯୋଜନାକୁ ବନ୍ଦ କରି ଯେଉଁ ବିଛିନ୍ନାଞ୍ଚଳରେ ଯେଉଁଠି ଆବଶ୍ୟକତା ରହିଛି ସେଠି ବସ ଚଳାଯାଉ।

Tags: