ରାଜ୍ୟରେ ହେବ ୩ ଟି ଅର୍ଥନୈତିକ ଜୋନ – ଉଷା ପାଢ଼ୀ
ଭୁବନେଶ୍ୱର : ରାଜ୍ୟରେ ହେବ ୩ଟି ଅର୍ଥନୈତିକ ଜୋନ । ରାଜ୍ୟରେ ୩ଟି ଅର୍ଥନୈତିକ ଜୋନ ହେବ ବୋଲି ସୂଚନା ଦେଇଛନ୍ତି ପରିବହନ ସଚିବ ଉଷା ପାଢ଼ୀ । କେବଳ ସହରାଞ୍ଚଳ ବୃଦ୍ଧି ନୁହେଁ ଅର୍ଥନୈତିକ ଅଭିବୃଦ୍ଧି କରିବା ସରକାରଙ୍କ ଲକ୍ଷ । କ୍ବାଡ ସିଟି କାର୍ଯ୍ୟକ୍ରମ ଜରିଆରେ ସରକାର ଏହି ଯୋଜନା ରଖିଛନ୍ତି । ଭୁବନେଶ୍ବର, ପୁରୀ, କଟକ ଏବଂ ପାରାଦୀପକୁ ମିଶାଇ ଗୋଟିଏ ଜୋନ ହେବାକୁ ଥିବା ବେଳେ ସୁନାବେଡ଼ା, କୋରାପୁଟ, ବରଗଡ଼, ସମ୍ବଲପୁରକୁ […]
ଭୁବନେଶ୍ୱର : ରାଜ୍ୟରେ ହେବ ୩ଟି ଅର୍ଥନୈତିକ ଜୋନ । ରାଜ୍ୟରେ ୩ଟି ଅର୍ଥନୈତିକ ଜୋନ ହେବ ବୋଲି ସୂଚନା ଦେଇଛନ୍ତି ପରିବହନ ସଚିବ ଉଷା ପାଢ଼ୀ । କେବଳ ସହରାଞ୍ଚଳ ବୃଦ୍ଧି ନୁହେଁ ଅର୍ଥନୈତିକ ଅଭିବୃଦ୍ଧି କରିବା ସରକାରଙ୍କ ଲକ୍ଷ । କ୍ବାଡ ସିଟି କାର୍ଯ୍ୟକ୍ରମ ଜରିଆରେ ସରକାର ଏହି ଯୋଜନା ରଖିଛନ୍ତି ।
ଭୁବନେଶ୍ବର, ପୁରୀ, କଟକ ଏବଂ ପାରାଦୀପକୁ ମିଶାଇ ଗୋଟିଏ ଜୋନ ହେବାକୁ ଥିବା ବେଳେ ସୁନାବେଡ଼ା, କୋରାପୁଟ, ବରଗଡ଼, ସମ୍ବଲପୁରକୁ ନେଇ ଦ୍ୱିତୀୟ ଜୋନ କରାଯିବ।
ସେହିପରି ଉତ୍ତରରେ ରାଉରକେଲା, କେନ୍ଦୁଝର, ବଡ଼ବିଲକୁ ନେଇ ତୃତୀୟ ଜୋନ ହେବ ବୋଲି ପରିବହନ ସଚିବ ପାଢ଼ୀ ଗଣମାଧ୍ୟମକୁ କହିଛନ୍ତି। ରାଜ୍ୟର ଜିଡିପିରେ ପ୍ରମୁଖ ଦାୟିତ୍ୱ ନେଉଥିବା ସହରମାନଙ୍କୁ ନେଇ ଏହି ଜୋନ କରାଯିବ।




