୨୪ ଘଣ୍ଟାରେ ରାଜ୍ୟରେ ୩୩୫ ଜଣ କରୋନା ସଂକ୍ରମିତ ଏବଂ ୨ ମୃତ
ଭୁବନେଶ୍ୱର: ନଭେମ୍ବର ୨୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨, ୬୧୯ ସ୍ୱାବ ଟେଷ୍ଟ ମଧ୍ୟରୁ ୩୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୯୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୮ ହଜାର ୯ ଜଣ କରୋନାରେ […]
ଭୁବନେଶ୍ୱର: ନଭେମ୍ବର ୨୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨, ୬୧୯ ସ୍ୱାବ ଟେଷ୍ଟ ମଧ୍ୟରୁ ୩୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୯୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୮ ହଜାର ୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୫୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୭ ହଜାର ୧୫୨ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୦୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୪୦୩ ରହିଛି ।
Covid-19 Report For 24th November
New Positive Cases: 335
Of which 0-18 years: 47
In quarantine: 197
Local contacts: 138(Details of local contacts will be shared by concerned District)
1. Angul: 1
2. Balasore: 13
3. Bargarh: 3
4. Bhadrak: 3
5. Boudh: 2
6. Cuttack: 21— I & PR Department, Odisha (@IPR_Odisha) November 25, 2021
New recoveries: 151
Cumulative tested: 23454598
Positive: 1048009
Recovered: 1037152
Active cases: 2403— I & PR Department, Odisha (@IPR_Odisha) November 25, 2021




