୨୪ ଘଣ୍ଟାରେ ରାଜ୍ୟରେ ୧୦୫ ଜଣ କରୋନା ସଂକ୍ରମିତ ଏବଂ ୧ ମୃତ
ଭୁବନେଶ୍ୱର: ଡିସେମ୍ବର ୦୬ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦, ୨୬୭ ସ୍ୱାବ ଟେଷ୍ଟ ମଧ୍ୟରୁ ୧୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୦ ହଜାର ୩୫୪ ଜଣ କରୋନାରେ […]
ଭୁବନେଶ୍ୱର: ଡିସେମ୍ବର ୦୬ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦, ୨୬୭ ସ୍ୱାବ ଟେଷ୍ଟ ମଧ୍ୟରୁ ୧୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୦ ହଜାର ୩୫୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୧୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୯ ହଜାର ୬୭୩ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୧ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୨୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୨୦୫ ରହିଛି ।
Covid-19 Report For 5th December
New Positive Cases: 105
Of which 0-18 years: 19
In quarantine: 62
Local contacts: 43(Details of local contacts will be shared by concerned District)
1. Angul: 3
2. Balasore: 1
3. Bargarh: 2— I & PR Department, Odisha (@IPR_Odisha) December 6, 2021
New recoveries: 212
Cumulative tested: 24074222
Positive: 1050354
Recovered: 1039673
Active cases: 2205— I & PR Department, Odisha (@IPR_Odisha) December 6, 2021




